• Read English
  • Read Odia
  • Read Hindi
  • Subscription
  • Freelance
  • Correspondent
Previous Next
Previous Next
  • ଘର
  • ଖବର
    • ରାଜ୍ୟ
    • ଜିଲ୍ଲା
    • ସହର
    • ଗ୍ରାମୀଣ
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳ
  • ଚାନେଲ
    • ଜିଟିଭି ଭାରତ ଓଡିଆ
    • GTV Bhaarat English
    • जीटीवी भारत हिंदी
  • ସମ୍ପାଦକୀୟ
  • ଅନୁଛେଦ
  • ଇ-କାଗଜ
  • ପ୍ରତିଯୋଗିତା
    • Debate
    • News Anc
    • GK
    • Dance
    • Arithmtcs
    • Song
    • Music
    • Writing
    • Drawing
    • Science Exhibition
    • Poet
  • ମନରଞ୍ଜନ
    • କମେଡି
    • ଓଲିଉଡ୍
    • ବଲିଉଡ
    • ହୋଲିଉଡ୍
    • ଟ୍ରଲିଉଡ୍
  • ବିଜ୍ଞାପନ
  • ସ୍ୱାସ୍ଥ୍ୟ
  • ବ୍ୟବସାୟ
  • ପୋଡକାଷ୍ଟ
  • ଯୋଗ ଦିଅନ୍ତୁ
    • ଯୋଗାଯୋଗ
    • ଫ୍ରିଲାନ୍ସ / ସମ୍ବାଦ ସହଯୋଗୀ
    • ସମ୍ବାଦଦାତା
    • ଲଗଇନ୍ କରନ୍ତୁ

ଜିଟିଭି ଭାରତ ଓଡିଆ       


HOME   ସହର

12-Nov-2026

ଗଞ୍ଜାମର କ୍ଷତିଗ୍ରସ୍ତ ଚାଷୀଙ୍କ ପାଇଁ ସ୍ୱତନ୍ତ୍ର ପ୍ୟାକେଜ୍ ଦାବି, RDC ଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ବ୍ରହ୍ମପୁର(ବ୍ଯୁରୋ), ବାରମ୍ବାର ବାତ୍ୟା, ଲଗାଣ ବର୍ଷା, ବନ୍ୟା ଓ ପ୍ରାକୃତିକ ବିପର୍ଯ୍ୟୟ ଯୋଗୁଁ ଗଞ୍ଜାମ ଜିଲ୍ଲାର ଚାଷୀମାନେ ବ୍ୟାପକ କ୍ଷତିର ସମ୍ମୁଖୀନ ହେଉଛନ୍ତି। ଚାଷ ନଷ୍ଟ ହେବା ସହ ଆର୍ଥିକ ମେରୁଦଣ୍ଡ ଦୁର୍ବଳ ହୋଇପଡ଼ିଛି। ଏଭଳି ସ୍ଥିତିରେ କ୍ଷତିଗ୍ରସ୍ତ ଚାଷୀ ଓ ଭାଗଚାଷୀଙ୍କ ସୁରକ୍ଷା, ଥଇଥାନ ଏବଂ ଆର୍ଥିକ ସହାୟତା ପାଇଁ ସ୍ୱତନ୍ତ୍ର ପ୍ୟାକେଜ୍ ଘୋଷଣା କରିବାକୁ ଦାବି ହୋଇଛି।
ଏନେଇ ଋଷିକୁଲ୍ୟା ରୟତ ମହାସଭା ପକ୍ଷରୁ ଆଜି ସ୍ଥାନୀୟ ଦକ୍ଷିଆଞ୍ଚଳ ରାଜସ୍ବ କମିଶନର ବିଜୟ ଅମୃତ କୁଲାଙ୍ଗେ ଙ୍କୁ ସାକ୍ଷାତ କରି 15 ଦୋଫ। ଦାବୀପତ୍ର ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଶ୍ରୀ କୁଲଙ୍ଗେ ଦାପିପତ୍ର ଗୁଡିକୁ ପ୍ରତି ସହାନୁବତି ସହ ପଦକ୍ଷେପ ଗ୍ରହଣ କରିବେ ପ୍ରତିଶ୍ରୁତି ଦେଇଛନ୍ତି।
ଗଞ୍ଜାମ ଜିଲ୍ଲାର କୃଷି ଓ କୃଷକଙ୍କ ସମସ୍ୟାକୁ ଗୁରୁତ୍ୱ ଦେଇ ଏହି ଦାବିପତ୍ରରେ ବିଭିନ୍ନ ପ୍ରସ୍ତାବ ରଖାଯାଇଛି।
ମହାସଭା ପକ୍ଷରୁ କୁହାଯାଇଛି ଯେ, ପ୍ରତିବର୍ଷ ପ୍ରାକୃତିକ ବିପର୍ଯ୍ୟୟ ଯୋଗୁଁ ଚାଷୀଙ୍କ ଫସଲ ନଷ୍ଟ ହେଉଥିବାବେଳେ ଉପଯୁକ୍ତ କ୍ଷତିପୂରଣ ମିଳିବାରେ ବିଳମ୍ବ ହେଉଛି। ଫଳରେ ଚାଷୀ ଋଣଭାରରେ ବୁଡ଼ି ରହୁଛନ୍ତି। ଅନେକ ଚାଷୀ ଜୀବିକା ହରାଇବା ସହ ପରିବାର ପ୍ରତିପୋଷଣ କରିବା କଷ୍ଟକର ହୋଇପଡ଼ୁଛି। ଏଥିପାଇଁ କ୍ଷତିଗ୍ରସ୍ତ ଚାଷୀଙ୍କୁ ତୁରନ୍ତ ଆର୍ଥିକ ସହାୟତା, କୃଷି ଋଣରେ ରିହାତି ଓ ଆବଶ୍ୟକ ସ୍ଥଳେ ଋଣ ଛାଡ଼ ବ୍ୟବସ୍ଥା କରିବାକୁ ଦାବି ହୋଇଛି।ସେହିପରି ଭାଗଚାଷୀମାନଙ୍କୁ ମଧ୍ୟ ସରକାରୀ ସହାୟତାର ପରିସରଭୁକ୍ତ କରିବା, ଫସଲ କ୍ଷତିର ଉପଯୁକ୍ତ ଆକଳନ କରି କ୍ଷତିପୂରଣ ପ୍ରଦାନ ଏବଂ କୃଷି ବୀମା ବ୍ୟବସ୍ଥାକୁ ସରଳ କରିବା ଉପରେ ମହାସଭା ଗୁରୁତ୍ୱ ଦେଇଛି। ଜଳସେଚନ ସୁବିଧା, ନଦୀବନ୍ଧ ସୁରକ୍ଷା, ବନ୍ୟା ନିୟନ୍ତ୍ରଣ ଓ ଚାଷଜମିର ସ୍ଥାୟୀ ସୁରକ୍ଷା ପାଇଁ ଦୀର୍ଘମିଆଦୀ ଯୋଜନା ଗ୍ରହଣ କରିବାକୁ ମଧ୍ୟ ଦାବି ହୋଇଛି।
ଅନ୍ୟପକ୍ଷରେ ବଡ଼ ବନ୍ଧ ଓ ଜଳଭଣ୍ଡାର ନିର୍ମାଣ ସମ୍ପର୍କରେ ମଧ୍ୟ ମହାସଭା ଉଦ୍‌ବେଗ ପ୍ରକାଶ କରିଛି। ଏଭଳି ପ୍ରକଳ୍ପର ପରିବେଶ, କୃଷି ଓ ସାଧାରଣ ଜନଜୀବନ ଉପରେ ପଡ଼ୁଥିବା ପ୍ରଭାବର ସଠିକ୍ ଅନୁଧ୍ୟାନ କରିବା ସହ ପ୍ରଭାବିତ ଲୋକଙ୍କ ସ୍ୱାର୍ଥ ଓ ଜୀବିକାର ସୁରକ୍ଷା ସୁନିଶ୍ଚିତ କରିବାକୁ ଦାବି କରାଯାଇଛି।
କୃଷିକୁ ଲାଭଜନକ କରିବା, ଚାଷୀଙ୍କ ଉତ୍ପାଦିତ ଫସଲର ଉଚିତ୍ ମୂଲ୍ୟ ପ୍ରଦାନ, କୃଷିଭିତ୍ତିକ ଭିତ୍ତିଭୂମିର ବିକାଶ ଏବଂ ବିପର୍ଯ୍ୟୟ ସମୟରେ ତୁରନ୍ତ ସହାୟତା ପହଞ୍ଚାଇବା ଦିଗରେ ସରକାର ଠୋସ୍ ପଦକ୍ଷେପ ନେବା ଆବଶ୍ୟକ ବୋଲି ମହାସଭା ଦାବି କରିଛି।
ଗଞ୍ଜାମ ଜିଲ୍ଲାର କୃଷକଙ୍କ ଦୁର୍ଦ୍ଦଶାକୁ ଦୃଷ୍ଟିରେ ରଖି ସରକାର ତୁରନ୍ତ ସ୍ୱତନ୍ତ୍ର ପ୍ୟାକେଜ୍ ଘୋଷଣା କରିବା ସହ ଦାବିଗୁଡ଼ିକ ଉପରେ ବିଚାର କରିବାକୁ ଋଷିକୁଲ୍ୟା ରୟତ ମହାସଭା ପକ୍ଷରୁ ବରିଷ୍ଟ ସାମ୍ବାଦିକ ତଥା ଉପଦେଷ୍ଟ। ଶ୍ରୀ ରବି ରଥ, ସମ୍ପାଦକ ସୀମାଞ୍ଚଳ ନାହାକ, ଚାଷୀ ନେତା ବିଜୟ ସ୍ୱାଇଁ କିଶୋର ପାତ୍ର, ଲୋକନାଥ ପରିଡ଼ା, ସଞ୍ଜୀବ ରେଡ୍ଡୀ, ବିନୋଦ ପାଣିଗ୍ରାହୀ, ମୋହନ ରାଓ, ପ୍ରମୁଖ ଆଲୋଚନାରେ ଅଂଶୋଗ୍ରହଣ କରିଥିଲେ। 

17
ବିଜ୍ଞାପନ

ଶ୍ରୀ ଶ୍ରୀ ମଝିଘରିଆଣୀ ..

National Press Day Wishes..

LOCAL SELF GOVT. DAY 2025..

SRI ADITYA HONDA..

Previous Next

Advertisement..

Chaiti - 2025..

..

..

Previous Next

Follow Us

Follow

Us

Follow

Us

Follow

Us

Follow

Us

ରାଜ୍ୟ

କେନ୍ଦ୍ର ଏନଡିଏ ସରକାର ନାଲକୋକୁ ରà..

ଜିଲ୍ଲା

ରାୟଗଡ଼ରେ ଜିଲ୍ଲାସ୍ତରୀୟ ଏକୀକୃତ..

ସହର

ବିର୍ସାମୁଣ୍ଡାଙ୍କ ଜୟନ୍ତୀରେ ଯୋଗ..

ଗ୍ରାମୀଣ

ଶିକ୍ଷାର ମାନବୃଦ୍ଧି ଲକ୍ଷ୍ୟରେ ୟà­..

ଜାତୀୟ

ରାଜନୈତିକ ଷଡଯନ୍ତ୍ର | BJP ଫସିଲା | ସମ..

ଅନ୍ତର୍ଜାତୀୟ

ଗାଁ ରୁ ସହର, ଜିଲ୍ଲା, ରାଜ୍ଯ, ଦେଶ ଓ à..

ଖେଳ

ଏକଦିବସୀୟ ବିଶ୍ବକପ; ଆଜି ଭାରତ-ପାକ..

ସମ୍ପାଦକୀୟ

ଜିଟିଭି ଭାରତ ଓଡିଆ ର ସାମ୍ବାଦିକ ତ..

ଅନୁଛେଦ

4 ଦଶନ୍ଧି ଧରି ଉପେକ୍ଷିତ ଓଡ଼ିଶା ସାà¬..

ସ୍ୱାସ୍ଥ୍ୟ

ଭାରତରେ ୪.୯% ଶିଶୁ ଓ କିଶୋର କିଡ୍‌ନà..

ବ୍ୟବସାୟ

ଜେକେ ପେପର୍ ମିଲ୍ସକୁ ଜାତୀୟ ସ୍ତରà..

ପୋଡକାଷ୍ଟ

Suprabhat..

ବିଜ୍ଞପ୍ତି

ଜିଟିଭି ଭାରତ ଓଡିଆ ପ୍ରତିନିଧି କହି ତାଙ୍କ ଦ୍ବାରା କୌଣସି ଅପ୍ରିତିକର କାର୍ଯ୍ଯ ହୁଏ ବା ସେ କରନ୍ତି ସେଥିପାଇଁ ଜିଟିଭି ଭାରତ ଓଡିଆ ସମ୍ପାଦକ ଦାୟୀନୁହନ୍ତି |   (12-Apr-2026 07:08:00 PM) | ଚୈତନ୍ଯ କାଲସାଇ ବଲାଙ୍ଗୀର ଜିଲ୍ଲାପ୍ରତିନିଧିଭାବେ ଖବର ପ୍ରେରଣ କରିବାକୁ ସଂସ୍ଥା ଠାରୁ ପରିଚୟପତ୍ର ନେଇଥିଲେ | କୌଣସି କାର୍ଯ୍ଯ ନକରିବାରୁ ତାଙ୍କୁ ଦିଆଯାଇଥିବା ପରିଚୟପତ୍ର ଓ କାର୍ଡକୁ ଆଜ ତା 12.04.2026 ରିଖରୁ ରଦ୍ଧ କରିଦିଆଗଲା |    (12-Apr-2026 07:05:00 PM) | ବିଶେଷ ସୂଚନା-ଆପଣଙ୍କୁ ଅନୁରୋଧ, ଯଦି ଆଗକୁ ନିୟମିତ ଭାବେ ସାମ୍ବାଦିକତା କରିବାକୁ ଚାହୁଁଛନ୍ତି ତେବେ ନିଜର ଏକ ଲଗିନ୍ ଆଇଡି ସୃଷ୍ଠି କରନ୍ତୁ |   (06-Sep-2022 10:57:00 PM) | ସଂକ୍ଷାଧିକ ନ୍ଯୁଜ ନିୟମିତ ପୋଷ୍ଟ କରି ଲକ୍ଷାଧିକ ଟଙ୍କା ରୋଜଗାର କରନ୍ତୁ |   (06-Sep-2022 10:56:00 PM) | ଅଧିକ ଜାଣିବା ପାଇଁ ଓ୍ବେବ୍ ସାଇଟ୍ ଗାଇଡ୍ ଲାଇନ୍ ଦେଖନ୍ତୁ   (06-Sep-2022 10:55:00 PM) | ଅକ୍ଟୋବର ପହିଲାରୁ ହ୍ବାଟ୍ସ୍ ଆପ୍ ର ଲେଖା ଗ୍ରହଣ କରାଯିବ ନାହିଁ |   (06-Sep-2022 10:49:00 PM) | ସୂଚନା : ପି ଦିଲ୍ଲିପ କୁମାର ନାମକ ବ୍ୟକ୍ତି ଆମ ଚାନେଲର ଆଉ ପ୍ରତିନିଧି ନାହାନ୍ତି । ଏହି ବ୍ୟକ୍ତି ଯଦି କେଉଁ ଠାରେ କିଛି ଅଘଟଣ ଘଟାଏ ସେଥିପାଇଁ ସଂପୃକ୍ତ ବ୍ୟକ୍ତି ଦାୟୀ ରହିବ । ଜିଟିଭି ଭାରତ ଓଡିଆ ନ୍ୟୁଜ ଚାନେଲ ଉତ୍ତର ଦାୟୀ ରହିବ ନାହିଁ   (02-Sep-2022 12:20:00 PM) | ଆପଣଙ୍କ ଲେଖା ସହ ଗୋଟିଏ ଫୋଟ ପୋଷ୍ଟ କରନ୍ତୁ, ସମ୍ପାଦନା ପରେ ୟୁଟୁଵରେ ପ୍ରକାଶ ପାଇବ, ଭିଓର୍ସ ପ୍ରକାରେ ଅଧିକ ରୁ ଅଧିକ ଅର୍ଥ ଉପାର୍ଜନ କରିପାରିବ । ପରିଚାଳନା ସମ୍ପାଦକ   (29-Aug-2022 08:44:00 AM) | ସାମ୍ବାଦିକ ଆବଶ୍ଯକ - ଜିଟିଭି ଭାରତ ଓଡିଆ ନ୍ଯୁଜ ଚାନେଲ ପାଇଁ ଓଡିଶାର ବିଭିନ୍ନ ଜିଲ୍ଲା, ଉପଖଣ୍ଡ ଓ ବ୍ଲକ ସ୍ତରୀୟ ସାମ୍ବାଦିକ ଆବଶ୍ଯକ | ଇଚ୍ଛୁକ ମହିଳା କିମ୍ବା ପୁରୁଷ ବ୍ଯକ୍ତି ଆବେଦନ କରିପାରିବେ - ଯୋଗାଯୋଗା କରନ୍ତୁ - 7978372557-    (26-Jul-2022 12:56:00 PM) | ବଲାଙ୍ଗିର ଏବଂ ସୋନପୁର ଜିଲ୍ଲାରେ ଜିଟିଭି ଭାରତ ଓଡିଆ ନ୍ଯୁଜ ଚାନେଲର ବର୍ତ୍ତମାନ କୌଣସି ପ୍ରତିନିଧି ନାହାନ୍ତି    (03-Jun-2022 06:15:00 AM) |

Previous Next
  • This Site :

  • ରାଜ୍ୟ
  • ଜିଲ୍ଲା
  • ସହରୀ ଏବଂ ଗ୍ରାମୀଣ
  • ଜାତୀୟ ଖବର
  • ଆନ୍ତର୍ଜାତୀୟ ଖବର
  • GTV Bhaarat English
  • जीटीवी भारत हिंदी
  • ଜିଟିଭି ଭାରତ ଓଡିଆ
  • ସମ୍ପାଦକୀୟ
  • ଆର୍ଟିକଲ
  • ସ୍ୱତନ୍ତ୍ର
  • Debate
  • News Anc
  • GK
  • Dance
  • Arithmtcs
  • Song
  • Music
  • Writing
  • Drawing
  • Science Exhibition
  • Poet
  • କମେଡି
  • ଓଲିଉଡ୍
  • ବଲିଉଡ
  • ହୋଲିଉଡ୍
  • ଖେଳ
  • ବିଜ୍ଞାପନ
  • ସ୍ୱାସ୍ଥ୍ୟ
  • ବ୍ୟବସାୟ
  • ସୂଚନା
  • ଆମ ବିଷୟରେ

Copyright © All rights reserved. GTV BHARAT

  • Terms & Condition
  • Privacy Policy
  • Disclaimer
  • Contact
  • VISITOR COUNTER : web counter